ରାଶିଫଳ: ଗୁରୁବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। କୌଣସି ଖବର ଶୁଣିବା ପରେ ଏକ ଅଜଣା ଆବେଗରେ ମନ ଉଦ୍‌ବେଳିତ ହେବ। ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହେବାରୁ ଉପରିସ୍ଥଙ୍କୁ ଅଭିଯୋଗ କରିବେ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବାର ସୁଯୋଗ ପାଇବେ। ବୃଷ କର୍ମକ୍ଷେତ୍ରରେ ପାରସ୍ପରିକ ବିରୋଧାତ୍ମକ ପରିବେଶରେ ମଧ୍ୟ ନିଜର ସ୍ଥିତିକୁ ସୁଦୃଢ କରିବେ। ବନ୍ଧୁଙ୍କ ସହ ଆଲୋଚନା ପରିସରରେ ଯୁକ୍ତି ବଳରେ ସମସ୍ୟା ସମାଧାନ କରିବେ। ରୋହିଣୀ […] The post ରାଶିଫଳ: ଗୁରୁବାର, ଏପ୍ରିଲ ୩୦ ତାରିଖ – Daily Horoscope appeared first on Dharitri Odia News.

29 April 2026 05:15 PM IST
ରାଶିଫଳ: ଗୁରୁବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। କୌଣସି ଖବର ଶୁଣିବା ପରେ ଏକ ଅଜଣା ଆବେଗରେ ମନ ଉଦ୍‌ବେଳିତ ହେବ। ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହେବାରୁ ଉପରିସ୍ଥଙ୍କୁ ଅଭିଯୋଗ କରିବେ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବାର ସୁଯୋଗ ପାଇବେ। ବୃଷ କର୍ମକ୍ଷେତ୍ରରେ ପାରସ୍ପରିକ ବିରୋଧାତ୍ମକ ପରିବେଶରେ ମଧ୍ୟ ନିଜର ସ୍ଥିତିକୁ ସୁଦୃଢ କରିବେ। ବନ୍ଧୁଙ୍କ ସହ ଆଲୋଚନା ପରିସରରେ ଯୁକ୍ତି ବଳରେ ସମସ୍ୟା ସମାଧାନ କରିବେ। ରୋହିଣୀ […]

Disclaimer: This content has been automatically aggregated from dharitri for informational purposes. To read the original article, please visit dharitri.